📞 +00 (123) 456 7890 ✉️ info@domain.com

Your Asmita TV News Source

NEWS ARTICLE

ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ
Admin Feb 27, 2026

ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ

<p>ମାର୍ଚ୍ଚ ୫ ତାରିଖରେ ଓଡିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ଗସ୍ତରେ ରହିଛି ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡଳିସ୍ଥିତ ସି.ଆଇ.ଏସ.ଏଫର ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ। ପରେ ପରେ ଭିସି ଜରିଆରେ ଭୁବନେଶ୍ୱର NFSU ଟ୍ରାଞ୍ଜିଟ କ୍ୟାମ୍ପସର ଶୁଭ ଉଦଘାଟନ କରିବେ । ସେହିଦିନ ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବେ । ଏହାସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।</p>
Article ID: 14 Slug: ଓଡଶ-ଆସଛନତ-କନଦରମନତର

About Us

When you're building a website, it's tempting to get distracted by all the bells and whistles of the design process and forget all about creating compelling content. But having awesome content on your website is crucial to making inbound marketing work for your business.

Asmita TV

Your Asmita TV Source

News

  • ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ

    ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ

Watch+Listen

  • Watch live TV news and your favorite shows on demand.

Tags

News Sports Schedule Health Business Travel Autos Deals Corporate Markets Design Food Broadcast News Politics Promo Entertainment Primetime News Advertising Android Live Feed
© 2026, Asmita TV. All Rights Reserved